Our website uses necessary cookies to enable basic functions and optional cookies to help us to enhance your user experience. Learn more about our cookie policy by clicking "Learn More".
Accept All Only Necessary Cookies
Icona Radio Amrutavani

1.0 by Community Radio Apps


Feb 26, 2023

Informazioni su Radio Amrutavani

ରେଡିଓ ଅମୃତବାଣୀ ଆପ୍ ବ୍ରଓଡ଼ିଶାବାସୀଙ୍କର ଆଧ୍ୟାତ୍ମିକ ଉନ୍ନତି ନିମନ୍ତେ ତିଆରି କରାଯାଇଛି।

ରେଡିଓ ଅମୃତବାଣୀ ଆପ୍ ବ୍ରହ୍ମାକୁମାରୀ ଓଡ଼ିଶା ସେବାକେନ୍ଦ୍ର ସମୂହ ଦ୍ବାରା ଓଡ଼ିଶାବାସୀଙ୍କର ଆଧ୍ୟାତ୍ମିକ ଉନ୍ନତି ନିମନ୍ତେ ତିଆରି କରାଯାଇଛି। ଏହି ଆପ୍ ର ଶ୍ରୋତା ପ୍ରତିଦିନ ସହଜ ରାଜଯୋଗ ଧ୍ୟାନ ଶିକ୍ଷା, ଆଧ୍ୟାତ୍ମିକ ପ୍ରବଚନ, ମୂଲ୍ୟବୋଧ ଟକ୍ ଶୋ, ପ୍ରଶ୍ନୋତ୍ତର ଏବଂ ସୁନ୍ଦର ସକାରାତ୍ମକ ଗୀତ କାର୍ଯକ୍ରମ ଶୁଣି ନିଜ ଜୀବନକୁ ଆଧ୍ୟାତ୍ମିକ ମୂଲ୍ୟବୋଧ ମୂଲ୍ୟବୋଧ ରେ ଭରପୁର କରି ପାରିବେ ପାରିବେ ଶ୍ରୋତାବନ୍ଧୁ ମାନେ ଅମୃତବାଣୀ ରେଡିଓ କାର୍ଯକ୍ରମରେ ଭାଗ ନେବା ପାଇଁ ଅମୃତବାଣୀର ହ୍ଵାଟସଆପ୍ ନମ୍ବର 9414152625 ରେ ସମ୍ପର୍କ କରି ନିଜ ରେକର୍ଡିଂ ରେକର୍ଡିଂ ପଠେଇ ପାରିବେ ପାରିବେ

ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ବରୀୟ ବିଶ୍ବ ବିଦ୍ୟାଳୟ ମହିଳାମାନଙ୍କ ନେତୃତ୍ବ ରେ ସଂଚାଳିତ ଏକ ଅନ୍ତରାଷ୍ଟ୍ରୀୟ ମୂଲ୍ୟବୋଧ ଶିକ୍ଷା ଅନୁଷ୍ଠାନ। 1936 ମସିହାରେ ଆରମ୍ଭ ହୋଇଥିବା ଏହି ବିଶ୍ୱବ୍ୟାପୀ ଆଧ୍ୟାତ୍ମିକ ଆନ୍ଦୋଳନ ବର୍ତମାନ 5 ଟି ମହାଦେଶର 137 ଟି ଦେଶରେ ଦେଶରେ ବ୍ୟାପକ ଏହି ଶିକ୍ଷା ଅନୁଷ୍ଠାନ ମାନବ ଜାତିର ସକାରାତ୍ମକ ବ୍ୟକ୍ତିଗତ ପରିବର୍ତ୍ତନ ଏବଂ ବିଶ୍ୱ ନବୀକରଣ ପାଇଁ ସମର୍ପିତ ରୂପେ କାର୍ଯ୍ୟରତ | ତା ସହିତ ମିଳିତ ଜାତିସଂଘର ଜାତିସଂଘର ଲୋକସମ୍ପର୍କ ବିଭାଗ ସହିତ ଜଡିତ ହୋଇ ଏକ ଆନ୍ତର୍ଜାତୀୟ ଏନଜିଓ ଭାବରେ ମଧ୍ୟ କାର୍ଯ୍ୟରତ କାର୍ଯ୍ୟରତ

ଶ୍ରୋତାବନ୍ଧୁ ସହଜ ରାଜଯୋଗ ଶିକ୍ଷା ବିଷୟରେ ଅଧିକ ଜାଣିବା ପାଇଁ ନିଜ ନିକଟସ୍ଥ ସେବାକେନ୍ଦ୍ରକୂ ସମ୍ପର୍କ କରି ପାରିବେ। ନିକଟସ୍ଥ ସେବାକେନ୍ଦ୍ରର ଠିକଣା ଜାଣିବା ପାଇଁ ନିମ୍ନ ଲିଙ୍କକୁ ଯାଇ ନିଜ ସହରର ନାଁ ଖୋଜି | https://www.brahmakumaris.com/centers/

L'app Radio Amrutavani è stata creata dai centri Brahma Kumaris Odisha per l'elevazione spirituale del popolo di Odisha. Gli ascoltatori di questa app possono arricchire la loro vita con valori spirituali ascoltando ogni giorno facili lezioni di meditazione Raja Yoga, discorsi spirituali, talk show sui valori, sessioni di domande-risposte e bellissimi programmi di canzoni positive. Gli ascoltatori possono inviare le proprie registrazioni contattando il numero WhatsApp di Amritani 9414152625 per partecipare al programma di Amritani Radio.

Brahma Kumaris è un istituto internazionale di educazione ai valori gestito da donne. Questo movimento spirituale mondiale, iniziato nel 1936, è oggi diffuso in 137 paesi dei 5 continenti. Questo istituto educativo lavora anche come ONG internazionale in associazione con il Dipartimento degli affari pubblici delle Nazioni Unite, dedicato alla trasformazione personale positiva della razza umana e alla trasformazione positiva del mondo.

Gli studenti possono contattare i nostri centri di meditazione più vicini per saperne di più sulla meditazione Raja Yoga. Per conoscere l'indirizzo del centro assistenza più vicino, puoi andare al link sottostante e cercare il nome della tua città https://www.brahmakumaris.com/centers/

Novità nell'ultima versione 1.0

Last updated on Feb 26, 2023

Minor bug fixes and improvements. Install or update to the newest version to check it out!

Traduzione in caricamento...

Informazioni APP aggiuntive

Ultima versione

Richiedi aggiornamento Radio Amrutavani 1.0

È necessario Android

7.0

Available on

Ottieni Radio Amrutavani su Google Play

Mostra Altro

Radio Amrutavani Screenshot

Commento Loading...
Iscriviti ad APKPure
Sii il primo ad accedere alla versione anticipata, alle notizie e alle guide dei migliori giochi e app Android.
No grazie
Iscrizione
Abbonato con successo!
Ora sei iscritto ad APKPure.
Iscriviti ad APKPure
Sii il primo ad accedere alla versione anticipata, alle notizie e alle guide dei migliori giochi e app Android.
No grazie
Iscrizione
Successo!
Ora sei iscritto alla nostra newsletter.